ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଅପରାହ୍ନ ୫ଟାରେ ଓମିକ୍ରନ୍ ସ୍ଥିତି ନେଇ ସମୀକ୍ଷା କରିବେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମୀକ୍ଷା ବୈଠକ ଭିଡିଓ କନଫରେନ୍ସିଂ ଜରିଆରେ ହେବ । ମୁଖ୍ୟ ଶାସନ ସଚିବଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ ଉପସ୍ଥିତ ରହିବେ । ରାଜ୍ୟରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୩୭ ଛୁଇଁବା ପରେ ସରକାରଙ୍କ ଚିନ୍ତା ବଢିଛି । ବୈଠକରେ ସମ୍ଭାବ୍ୟ ସ୍ଥିତି ନେଇ ଆଲୋଚନା ହେବ । ଉଭୟ ଓମିକ୍ରନ୍ ଓ କରୋନା ଉପରେ ଆଲୋଚନା ହେବ ବୋଲି ସୂଚନା ମିଳିଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..