ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଦୁଇ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଦୁଇ ଜଣ ଖୋର୍ଦ୍ଧା ଜିଲ୍ଲାର ବୋଲି ସୂଚନା ମିଳିଛି ।






More Stories
ଭୟଙ୍କର ବର୍ଷା,ଏହି ୩ ଜିଲ୍ଲାକୁ ସତର୍କ ସୂଚନା……
କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ…..
ଦାୟିତ୍ବ ନେଲେ ସଞ୍ଜୟ ବିଶ୍ବାଳ…..