ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିଦେଶରୁ ଫେରୁଥିବା ଲୋକଙ୍କ ପାଇଁ ୭ ଦିନିଆ ହୋମ କ୍ଵାରାଣ୍ଟାଆଇନ ବାଧ୍ୟତାମୂଳକ କରାଯାଇଛି । ଏହି ନୂଆ ମାର୍ଗଦର୍ଶୀକା ଜାରି କରିଛନ୍ତି କେନ୍ଦ୍ର ସରକାର । ଏହି ନିୟମ ଆସନ୍ତା ୧୧ ତାରିଖରୁ ଲାଗୁ ହେବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏହି ନୂତନ ମାର୍ଗଦର୍ଶୀକା ଜାରି କରାଯାଇଛି। କରୋନା ରିପୋର୍ଟ ନେଗେଟିଭ ଆସିଲେ ମଧ୍ୟ ଗୃହ ସଙ୍ଗରୋଧକୁ ବାଧ୍ୟତାମୂଳକ କରାଯାଇଛି । ତେବେ ରିପୋର୍ଟ ପଜିଟିଭ ଆସିଲେ ଜେନମ୍ ସିକ୍ବୁଏନ୍ସିଂ ପାର୍ଇ ନମୁନା ପଠାଯିବ ବୋଲି କୁହାଯାଇଛି । ଓମିକ୍ରନ ସଂକ୍ରମଣ ବୃଦ୍ଧି ପରିପ୍ରେକ୍ଷୀରେ ଏହି ନିଷ୍ପତ୍ତି ନିଆଯାଇଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..