ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ଆଉ ୧୪ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ ସାଇନ୍ସେସ୍ (ଆଇଏଲ୍ଏସ୍) ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୫ ଜଣ ସୁସ୍ଥ ହୋଇସାରିଛନ୍ତି। ନୂଆ କରି ଚିହ୍ନଟ ୧୪ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରୁ କେତେ ଜଣେ ବାହାରୁ ଆସିଥିଲେ କି ସମସ୍ତେ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି, ତାହା ଜଣାପଡ଼ି ନାହିଁ।






More Stories
ସହରାଞ୍ଚଳକୁ ମନ୍ତ୍ରୀଙ୍କ ହାଇ ଆଲର୍ଟ…..
ଅକ୍ଟୋବର ସୁଦ୍ଧା ଏସଆଇ ପରୀକ୍ଷା…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……