ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାନୁଆରୀ ୩୧ ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ଆଜି ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । ଫେବ୍ରୁଆରୀ ୧ ତାରିଖ ପୂର୍ବାହ୍ନ ୧୧ଟାରେ ବଜେଟ୍ ଉପସ୍ଥାପନ ହେବ । ଏପ୍ରିଲ ୮ ତାରିଖ ଯାଏ ଚାଲିବ ଅଧିବେଶନ । ପ୍ରଥମ ଦିନ ଜାନୁଆରି ୩୧ ତାରିଖରେ ପାର୍ଲାମେଣ୍ଟର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି । ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରୁ ଏହା ଜଣାପଡ଼ିଛି ।
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..