ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ୧୦୭ଟି ପୌର ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ଏନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ଏନେଇ ଆପତ୍ତି ଅଭିଯୋଗ/ ପରାମର୍ଶ ଦାଖଲ ପାଇଁ ୧୫ ଦିନର ମହଲତ ଦିଆଯାଇଛି ।
ଆପତ୍ତି ଅଭିଯୋଗ ଗ୍ରହଣ ପରେ ପରବର୍ତ୍ତୀ ସମୟରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ ବୋଲି ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି ।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..