ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଦଳି ବିମାନବନ୍ଦର ଗାଇଡ଼ଲାଇନ୍। ବିଏମ୍ସି ପକ୍ଷରୁ ଏୟାରପୋର୍ଟ ପାଇଁ ନୂଆ ଗାଇଡ୍ ଲାଇନ୍ ଜାରି କରାଯାଇଛି। ଏଣିକ ବାହାର ରାଜ୍ୟରୁ ଆସୁଥିବା ଯାତ୍ରୀ ମାନଙ୍କ ପାଇଁ ୭୨ ଘଣ୍ଟାର ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଆବଶ୍ୟକସ୍ଥଳେ ଆଣ୍ଟିଜେନ୍ ଟେଷ୍ଟିଂ ମଧ୍ୟ କରାଯିବାକୁ ନିର୍ଦ୍ଧେଶ ଦିଆଯାଇଛି। ସେହିପରି ଲକ୍ଷଣ ଥିବା ରୋଗୀଙ୍କୁ ୭ ଦିନ ହୋମ୍ କ୍ୱାରେଣ୍ଟାଇନ୍କୁ ବାଧ୍ୟତାମୂଳକ କରାଯାଇଛି । ଏହା ସହ ବିଏମ୍ସି ପକ୍ଷରୁ ଏୟାରପୋର୍ଟରେ କୋଭିଡ ଟେଷ୍ଟିଂ ବ୍ୟବସ୍ଥା କରାଯାଇଛି । ସେହିପରି ଏୟାରପୋର୍ଟର ବିଭିନ୍ନ ସ୍ଥାନରେ ସୂଚନା ଫଳକ ଲଗାଯାଇ ଲୋକଙ୍କୁ ସଚେତନ କରାଯାଉଛି ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ