ରିପୋର୍ଟ କାର୍ଡ / ମୟୁରଭଞ୍ଜ
ଆଜିଠାରୁ ପୁଣି ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ । କୁହୁଡ଼ିଆ ପାଗ ପାଇଁ ଗତ ୧୨ ତାରିଖରୁ ବନ୍ଦ ଥିଲା ଶିମିଳିପାଳ।ପ୍ରବଳ କୁହୁଡି ଏବଂ ପ୍ରତିକୂଳ ପାଗ କାରଣରୁ ଶିମିଳାପାଳ ବନ୍ଦ ରହିଥିଲା । କେବଳ ରାତ୍ରୀ ରହଣି ପାଇଁ ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକମାନଙ୍କ ପାଇଁ ଏହା ଖୋଲାଥିଲା । ପାଗ ଅନୁକୂଳ ହେବାରୁ ସୋମାବାରଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ । ପର୍ଯ୍ୟଟକମାନେ ଜାତୀୟ ଉଦ୍ୟାନ ମଧ୍ୟରେ ପ୍ରାକୃତିକ ପରିବେଶ, ବାଘ ସଫାରୀ, ଜଳ ପ୍ରପାତ ଆଦିର ମଜା ନେଇପାରିବେ ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..