ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ପୁଣି ଛୁରାମାଡ଼ ହୋଇଛି | ଲକ୍ଷ୍ମୀସାଗର ଥାନା ବଙ୍ଗାଳିବସ୍ତିରେ ପାରବାରିକ କଳହରୁ ସ୍ତ୍ରୀକୁ ସ୍ୱାମୀ ଛୁରି ଭୁସିଥିବା ଜଣାପଡ଼ିଛି । ମହିଳାଙ୍କ ଅବସ୍ଥା ଗୁରୁତର ହୋଇଥିବା ବେଳେ ତାଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଅଭିଯୁକ୍ତ ସ୍ୱାମୀକୁ ଲକ୍ଷ୍ମୀସାଗର ପୋଲିସ୍ ଥାନାରେ ଅଟକ ରଖିଥିବା ସୂଚନା ମିଳିଛି ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….