ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଅପରାହ୍ନ ୫ ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସ୍ଥିତି ସମୀକ୍ଷା କରିବେ। ମିଳିଥିବା ସୂଚନା ଅନୁସାରେ- ରାଜ୍ୟରେ ଏବେ କରୋନାର ଦୈନିକ ସଂକ୍ରମଣ ୧୦ ହଜାର ଉପରେ ରହୁଛି । କରୋନା ସଂକ୍ରମଣ ଗ୍ରାଫ୍କୁ କମ୍ କରିବାକୁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି । କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଥିଲେ । ଆଜି ପୁଣି ବରିଷ୍ଠ ଅଧିକାରୀଙ୍କ ସହ ରାଜ୍ୟରେ କୋଭିଡ ସଂକ୍ରମଣର ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।






More Stories
ଭି.କେ. ପାଣ୍ଡିଆନଙ୍କୁ ନୋଟିସ୍ ଜାରି କଲା ପୋଲିସ…..
ସୋନମ ୱାଙ୍ଗଚୁକ୍ ଅନଶନ ସମାପ୍ତ କରିବାକୁ ରଖିଲେ ସର୍ତ୍ତ…..
ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ…..