ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ ଆଜି ଆଉ ୧୪୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୪୭କୁ ବୃଦ୍ଧି ପାଇଛି। ଆଇଏଲ୍ଏସ୍ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଜାନୁଆରୀ ୯ରୁ ୧୬ ତାରିଖ ମଧ୍ୟରେ ୨୪୯ଟି ନମୁନା ଜିନମ ସିକ୍ୟୁଏନ୍ସିଂ ପାଇଁ ଆସିଥିଲା। ସେଥିମଧ୍ୟରୁ ୧୪୫ଟିର ରିପୋର୍ଟ ପଜିଟିଭ୍ ଆସିଛି।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……