ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ମଧ୍ୟାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଜିଲ୍ଲାପାଳ ମାନଙ୍କ ସହ କଥା ହେବାର କାର୍ଯ୍ୟକ୍ରମ ରହିଛି । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ମୁତାବକ, ପ୍ରଧାନମନ୍ତ୍ରୀ ଲୋକମାନଙ୍କ ନିକଟରେ କିପରି ସରକାରୀ ଯୋଜନା ପହଞ୍ଚୁଛି ତାହା ସମୀକ୍ଷା କରିବେ । ସମ୍ପୃକ୍ତ ଅଞ୍ଚଳରେ ବିଭିନ୍ନ ଯୋଜନାର ସ୍ଥିତି କିପରି ରହିଛି ତାହା ଜିଲ୍ଲାପାଳଙ୍କ ନିକଟରୁ ଜାଣିବେ । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ବିଭିନ୍ନ ସରକାରୀ ଯୋଜନା ହୋଇଛି । ତାହା ଲୋକଙ୍କୁ କେତେ ଲାଭ ଦେଉଛି ପ୍ରଧାନମନ୍ତ୍ରୀ ଜାଣିବେ ବୋଲି ଜଣାପଡ଼ିଛି ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ଓଡ଼ିଶାକୁ ଆଲର୍ଟ…..
ରାଜନାଥ ସିଂହଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ…..
ଦାୟିତ୍ୱ ଗ୍ରହଣ କଲେ ନୂଆ ସ୍ଥଳସେନା ମୁଖ୍ୟ…..