ରିପୋର୍ଟ କାର୍ଡ / ଭୁବନେଶ୍ବର
ଉତ୍ତର ଓ ପୂର୍ବ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୯ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ବର୍ଷା କାରଣରୁ ରାଜ୍ୟର ଶୀତର ପରିମାଣ କମିବ । ପଶ୍ଚିମାଝଡ଼ ପ୍ରଭାବରେ ସମ୍ଭାବ୍ୟ ବର୍ଷା ଓ ଘଡ଼ଘଡ଼ିକୁ ନଜର ରେ ରଖି ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେଗୁଡ଼ିକ ହେଲା; ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ଢ଼େଙ୍କାନାଳ, ଭଦ୍ରକ, କଟକ, କେନ୍ଦ୍ରପଡ଼ା ଓ ଜଗତସିଂହପୁରରେ ବର୍ଷା ହେବାର ସମ୍ଭାବନା ରହିଛି ।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..