ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ସମସ୍ତ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ ଆଗାମୀ ୩୦ ତାରିଖ ସହିଦ ଦିବସ ଅବସରରେ ଦିନ ୧୧ଟାରେ ଦୁଇ ମିନିଟ ପାଇଁ ନିରବତା ପାଳନ କରାଯିବ। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି | ଦେଶ ପାଇଁ ପ୍ରାଣବଳି ଦେଇଥିବା ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ନିରବ ରହିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ସମୟରେ କୋଭିଡ କଟକଣା ମାନିବାକୁ ପରାମର୍ଶ ଦିଆଯାଇଛି।






More Stories
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..
“ଆଜି,ଭାରତ ଏକ ସ୍ଥିର ସରକାର ସହିତ ବିଶ୍ୱ ସ୍ତରରେ ପ୍ରଗତି କରୁଛି……
BCIକୁ CJIଙ୍କ ପରାମର୍ଶ…..