ରିପୋର୍ଟ କାର୍ଡ / କଟକ
କଟକର ନୂଆପାଟଣା ଓ ଧବଳେଶ୍ୱର ପୀଠକୁ ସଂଯୋଗ କରୁଥିବା ମଧୁସୂଦନ ସେତୁ ପାଖରେ ଏକ କୁମ୍ଭୀର ଭାସୁଛି । ବନ ବିଭାଗ କର୍ମଚାରୀ, ସ୍ଥାନୀୟ ପୋଲିସ ସହାୟତାରେ କୁମ୍ଭୀରକୁ ଉଦ୍ଧାର ଲାଗି ଉଦ୍ୟମ ଚଳାଇଛନ୍ତି । ଆପାଟଣା ନିକଟ ପୋଲ ପାଖ ମହାନଦୀରେ ଭାସୁଥିବା କୁମ୍ଭୀରକୁ ଦେଖି ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି । କୁମ୍ଭୀରଟିର ବେକରେ କୋଲାର ଲାଗିଥିବାରୁ ଏହା ଟିକରପଡ଼ା କୁମ୍ଭୀର ପ୍ରଜନନ କେନ୍ଦ୍ରରୁ ଚାଲି ଆସିଥିବା ଅନୁମାନ କରାଯାଉଛି।






More Stories
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..
ସୌମ୍ୟ ହତ୍ୟା ମାମଲା:ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ ଚିନୁ…..
ତିରିଂ ଅଞ୍ଚଳରେ ଡବଲ ମର୍ଡର ……