ରିପୋର୍ଟ କାର୍ଡ / ମୟୁରଭଞ୍ଜ
ଆଜି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ପ୍ରବଳ ବର୍ଷା ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ଶିମିଳିପାଳ ବନ୍ଦ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି । କେବଳ ରାତ୍ରୀ ରହଣୀ ପାଇଁ ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକଙ୍କ ପ୍ରବେଶ ପାଇଁ ଅନୁମତି ରହିଛି । ଏ ନେଇ ଶିମିଳିପାଳ ଉତ୍ତର ବନ୍ୟପ୍ରାଣୀ ବନଖଣ୍ଡର ଉପ ନିର୍ଦ୍ଦେଶକ ସାଇକିରନ ଡି.ଏନ୍ ସୂଚନା ଦେଇଛନ୍ତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..