ରିପୋର୍ଟ କାର୍ଡ / ପୁରୀ
ଆଜି ସକାଳେ ସକାଳେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ଗସ୍ତ କରିଛନ୍ତି । ସପରିବାରସହ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ୫-ଟି ସଚିବ । ଏହାସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି । ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି ।
More Stories
ଲୋୟର ପିଏମଜି ପାଲଟିଲା ରଣକ୍ଷେତ୍ର: ବବି,ଡାନି ସୁଲତା ଆହତ…..
ମୃତ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥାହେଲେ ରାହୁଲ…..
ଉତ୍ତରରେ ପ୍ରବଳ ବର୍ଷା ସମ୍ଭାବନା……