ରିପୋର୍ଟ କାର୍ଡ / ସୁନ୍ଦରଗଡ଼
ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ୍ ମହାପାତ୍ରଙ୍କ ଘରେ ଚଢ଼ାଉ ଜାରିରହିଛି । ପୈତୃକ ବାସଭବନ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଶ୍ରୀ ମହାପାତ୍ରଙ୍କ ଭୁବନେଶ୍ୱରର ନୟାପଲ୍ଲୀ, ବାଲିଅନ୍ତା, ଜଗତସିଂହପୁରର ଜଡ଼ାତିରା, ରଘୁନାଥପୁର ପୈତୃକ ବାସଭବନରେ ରେଡ୍ କରାଯାଇଛି । ତେବେ ଲଗାତର ଦୁଇଦିନ ହେବ ଭିଜିଲାନ୍ସ ସକ୍ରିୟ ରହିଛି । ପୂର୍ବରୁ ଜଣେ ଆଇଆଇସି ଓ ଆସିଷ୍ଟାଣ୍ଟ କଲେକ୍ଟରଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ ।






More Stories
ପୁଣି ୨ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର…..
ଟ୍ରେନ୍ରେ ସେଲ୍ଫି ନେବା ବେଳେ ଜଳିଗଲେ…..
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..