ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରାଖଣ୍ଡର ଉତ୍ତରକାଶୀରେ ଭୂମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୧ ରେକର୍ଡ ରହିଛି । ତେବେ ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ । ସକାଳ ୫ଟା ୩ମିନିଟରେ ଉତ୍ତରକାଶୀରେ ଭୂମିକମ୍ପ ହୋଇଥିଲା । ଫଳରେ ଲୋକ ମାନେ ଭୟଭୀତ ହୋଇଥିଲେ । କିଛି ଲୋକ ଘରୁ ବାହାରକୁ ବାହାରି ଆସିଥିବା ମଧ୍ୟ ଦେଖିବାକୁ ମିଳିଥିଲା ।






More Stories
ମୋତେ ଚୁପ୍ କରିବା ପାଇଁ ହେଲେ ହତ୍ୟା କରିବାକୁ ପଡ଼ିବ…..
ମମତାଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି…..
ଇରାନ ଉପରେ ଆକ୍ରମଣ…..