ରିପୋର୍ଟ କାର୍ଡ / ପୁରୀ
ପୁରୀ ଶ୍ରୀମନ୍ଦିରରେ କରୋନା କଟକଣା କୋହଳ କଲେ ଶ୍ରୀମନ୍ଦିର ପ୍ରଶାସନ | ଆସନ୍ତା ୨୧ରୁ ଶ୍ରୀମନ୍ଦିରରେ ସହଜ ହେବ ଜଗାଦର୍ଶନ । ଶ୍ରୀମନ୍ଦିରରେ ଜଗା ଦର୍ଶନ ପାଇଁ ଟିକା ପ୍ରମାଣପତ୍ର ଦେଖାଇବା ଆବଶ୍ୟକ ପଡ଼ିବ ନାହିଁ । କିନ୍ତୁ ମାସ୍କ ପିନ୍ଧି ମନ୍ଦିର ଭିତରକୁ ପ୍ରବେଶ କରିବା ବାଧ୍ୟତାମୂଳକ । ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି । ଏହି ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ କ୍ରୀଷ୍ଣନ କୁମାର ସୂଚନା ଦେଇଛନ୍ତି ।






More Stories
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..
ଆଜି ମନ୍ତ୍ରୀ ପରିଷଦ ବୈଠକ…..
ଓଏଏସ୍ ଅଧିକାରୀଙ୍କ ବଦଳି……