ରିପୋର୍ଟ କାର୍ଡ / ଭୁବନେଶ୍ୱର
ହସ୍ପିଟାଲ ରେଟ ଦେଖିଲେ ଆମେ ଭଲ ସ୍ଥିତିରେ ରହିଛେ । ଡେଞ୍ଜର ଜୋନ୍ରୁ ଖୁବ୍ ଶୀଘ୍ର ରାଜ୍ୟ ବାହାରିଯିବ । ଯେଉଁମାନେ ହସ୍ପିଟାଲକୁ ଅସ୍ତ୍ରୋପଚାରୁ ଲାଗି ଆସୁଛନ୍ତି । ସେମାନଙ୍କର ଲକ୍ଷଣ ନଥିଲେ ଟେଷ୍ଟ କରିବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, କେନ୍ଦ୍ର ସରକାର ଯେଉଁ ଗାଇଡ଼ଲାଇନ ଦେଇଛନ୍ତି । ସେହି ଅଅନୁସାରେ ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ ମୃତ୍ୟୁ ସଂଖ୍ୟା ମଧ୍ୟ ଧୀରେ ଧୀରେ ଧୀରେ କମିବ। ପୂର୍ବ ମୃତ୍ୟୁଗୁଡ଼ିକର ଅଡ଼ିଟ କରି ମୃତ୍ୟୁ ସଂଖ୍ୟା ପ୍ରକାଶ କରାଯାଉଛି। ଏବେ ସଂକ୍ରମଣ କମୁଛି । ଆଉ କିଛି ଦିନରେ ମୃତ୍ୟୁ ସଂଖ୍ୟା ବି କମିଯିବ ।
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..
‘ବିକଶିତ ଗାଁ,ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ….