ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୬୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ, ଅନୁଗୁଳ, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ,ବାଲେଶ୍ବର, ବରଗଡ଼, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।






More Stories
ଭି.କେ. ପାଣ୍ଡିଆନଙ୍କୁ ନୋଟିସ୍ ଜାରି କଲା ପୋଲିସ…..
ସୋନମ ୱାଙ୍ଗଚୁକ୍ ଅନଶନ ସମାପ୍ତ କରିବାକୁ ରଖିଲେ ସର୍ତ୍ତ…..
ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ…..