ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୨୦୦୮ ଅହମ୍ମଦାବାଦ ସିରିଜ୍ ବୋମା ବିସ୍ଫୋରଣ ମାମଲାରେ ଆଜି ଶୁଣାଣି ହୋଇଛି । ଏହି ମାମଲାରେ ୪୯ ଦୋଷୀଙ୍କ ମଧ୍ୟମରୁ ୩୮ ଜଣଙ୍କୁ ଫାଶୀ ଦଣ୍ଡ ଶୁଣାଇଲେ ସ୍ୱତନ୍ତ୍ର କୋର୍ଟ । ବାକି ୧୧ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଲେ କୋର୍ଟ । ତେବେ ସିରିଜ୍ ବୋମା ବିସ୍ଫୋରଣରେ ୫୯ ଜଣଙ୍କ ମୃତ୍ୟୁ ହୋଇଥିଲା । ୮ ଫେବ୍ରୁଆରୀରେ ସ୍ୱତନ୍ତ୍ର କୋର୍ଟ ସମସ୍ତଙ୍କ ଦୋଷୀ ସାବ୍ୟସ୍ତ କରାଇଥିଲେ । ଅବଶ୍ୟ ଏହି ଘଟଣାରେ ୨୮ ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରାଯାଇଥିଲା । ଏହି ମାମଲାରେ ସ୍ୱତନ୍ତ୍ର କୋର୍ଟରେ ଶୁଣାଣି ଗତ ୧୩ ବର୍ଷ ଧରି ଚାଲିଥିଲା ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..