ରିପୋର୍ଟ କାର୍ଡ / ଭୁବନେଶ୍ୱର
କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ଆଜିଠୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ନାଇଟ କର୍ଫ୍ୟୁ କଟକଣାକୁ ହଟାଇ ଦିଆଯାଇଛି | ଏନେଇ ଆଜି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି । କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ କଟକଣା କୋହଳ କରାଯାଇଛି । କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ରାଜ୍ୟରେ ନାଇଟ୍ କର୍ଫ୍ୟୁ ଜାରି କରାଯାଇଥିଲା । ରାତି ୧୦ରୁ ସକାଳ ୫ଟା ଯାଏଁ ଚାଲିଥିଲା ନାଇଟ୍ କର୍ଫ୍ୟୁ ।

ସୂଚନା ଅନୁସରେ – ଆଜି ୬୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୯୩ ଓ ସ୍ଥାନୀୟ ଅଞ୍ଚଳରୁ ୨୭୮ ଜଣ ଚିହ୍ନଟ ହୋଇଛନ୍ତି |






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..