ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଅପରାହ୍ନ ୩ଟା ୨୫ମିନିଟରେ ରାଷ୍ଟ୍ରପତି ତାଳବଣିଆ ହେଲିପ୍ୟାଡଠାରେ ପହଞ୍ଚିବା ପରେ ରାଜଭବନ ଅଭିମୁଖେ ଯିବେ। ଏହାପରେ ସନ୍ଧ୍ୟା ୫ଟାରେ ଶ୍ରୀମନ୍ଦିର ଦର୍ଶନରେ ଆସିବେ ରାଷ୍ଟ୍ରପତି । ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି | ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ପୂର୍ବରୁ ଆଜି ସକାଳ 5-T ସଚିବ ଭି.କେ. ପାଣ୍ଡିଆନ୍ ସପରିବାର ସହ ଶ୍ରୀମନ୍ଦିରରେ ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସମସ୍ତ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିବା ସହ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି ।






More Stories
ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀ ଲିଷ୍ଟରେ ୫ ନାଁ…..
ରାଜ୍ୟରେ ଖୋଲିବ ୩ ନୂଆ ମହାବିଦ୍ୟାଳୟ…..
ଭିଜିଲାନ୍ସ ଜାଲରେ ଆର୍ଆଇ…..