ରିପୋର୍ଟ କାର୍ଡ / ପୁରୀ
ଆଜି ଏଏସଆଇର ଡାଇରେକ୍ଟର ଜେନେରାଲ ଭି ବିଦ୍ୟାବତୀ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଏହାସହ ପରିକ୍ରମା ମାର୍ଗ ପ୍ରକଳ୍ପ ମାଷ୍ଟର ପ୍ଲାନ ସମୀକ୍ଷା କରିଥିବା ସୂଚନା ମିଳିଛି । ଏଏସଆଇର ମୋହର ବାଜିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଏଏସଆଇ ଡିଜିଙ୍କ ସହ ଜିଲ୍ଲାପାଳ, ଏସପି, ଓବିସିସିର ବରିଷ୍ଠ ଅଧିକାରୀ ଏବଂ ପ୍ରକଳ୍ପ କାର୍ଯ୍ୟ ନେଇଥିବା ଟାଟା ପ୍ରୋଜେକ୍ଟ ଲିମିଟେଡର ଅଧିକାରୀମାନେ ଉପସ୍ଥିତ ରହିଥିଲେ ।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..