ରିପୋର୍ଟ କାର୍ଡ / ଅନୁଗୁଳ
ଅନୁଗୁଳ ଜିଲ୍ଲା ଠାକୁରଗଡ ସାନହୁଲା ନିକଟରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ଭ୍ୟାନ ଓଲଟି ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛି। ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।





More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..