ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମୁଛି | ଆଜି ୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ସୁନ୍ଦରଗଡ଼, ମୟୁରଭଞ୍ଜ, ଗଞ୍ଜାମ, କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ପାଣ୍ଡିଆନ ଆମ ନେତା ନୁହନ୍ତି……
ବାଂଲାଦେଶ ହିଂସା ଉସୁକାଉଛି ପାକ୍ ସେନା,ଆଇଏସ୍ଆଇ…..
ଚିଟ୍ଫଣ୍ଡ ଜମାକାରୀ ପାଇବେ ଟଙ୍କା….