ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଭାଗଲପୁର ଠାରେ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ କଥା ହୋଇଛନ୍ତି | ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ବିହାରର ଭାଗଲପୁରରେ ବିସ୍ଫୋରଣ ଯୋଗୁଁ ଜୀବନ ହାନି ହେବାର ଖବର ଦୁଃଖିତ କରିଛି। ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସହ କଥା ହୋଇଛି। ପ୍ରଶାସନ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛି ଏବଂ ପୀଡିତମାନଙ୍କୁ ଯଥା ସମ୍ଭବ ସହାୟତା ଦିଆଯାଉଛି।
ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦୀ…..






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….