ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାର୍ଚ୍ଚ ୩୧ ପୂର୍ବରୁ ବସିବ ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳଙ୍କ ଅନୁମୋଦନ ପରେ ବଜେଟ୍ ଅଧିବେଶନ ତାରିଖ ଘୋଷଣା କରାଯିବ । ନେଇ ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଅନ୍ୟପଟେ ଗତକାଲି ଠାରୁ ଆରମ୍ଭ ହୋଇଛି ବିଧାନସଭା ୟୁଟ୍ୟୁବ୍ ଚ୍ୟାନେଲ । ପରବର୍ତ୍ତୀ ବିଧାନସଭା ଟିଭି ଆରମ୍ଭ ନେଇ ବାଚସ୍ପତି ସୂଚନା ଦେଇଛନ୍ତି । ବିଧାନସଭା ଟିଭିରେ ବିଧାନସଭା ସଂକ୍ରାନ୍ତୀୟ ଖବର ପ୍ରସାରଣ ହେବ । ବିଧାନସଭା ପତ୍ରିକା ନାମକ ମାସିକ ପତ୍ରିକା ମଧ୍ୟ ଖୁବ୍ ଶୀଘ୍ର ଆରମ୍ଭ ହେବ ବୋଲି ସୂଚନା ।






More Stories
ଏଥର ଟିଏମସି ସମ୍ପୂର୍ଣ୍ଣ ସଫା…..
ଆରଏସଏସ“ରାଷ୍ଟ୍ରୀୟ ସରେଣ୍ଡର ସଂଘ”…..
ଅଶୋକ ଲାହିରୀ ନୀତି ଆୟୋଗ ଉପାଧ୍ୟକ୍ଷ…..