ରିପୋର୍ଟ କାର୍ଡ / ପୁରୀ
ଆଜି ମହାପ୍ରଭୁଙ୍କ ବେଶ ସମୟରେ ଦେଖିବାକୁ ମିଳିଛି ରକ୍ତଛିଟା । ଅବକାଶ ପୂଜା ପରେ ଭିତରକାଠ ନିକଟରେ ରକ୍ତୁଛିଟା ଦେଖିବାକୁ ମିଳିଥିଲା | ଏହି ରକ୍ତଛିଟା ଦେଖାଯିବା ପରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ମହାସ୍ନାନ ନୀତି । ଆଉ ଏହି ମହାସ୍ନାନ ନୀତି ଯୋଗୁଁ ଘଣ୍ଟାଏରୁ ଅଧିକ ସମୟ ଧରି ନୀତିକାନ୍ତିରେ ବିଳମ୍ବ ହୋଇଥିବା ଜଣାପଡ଼ିଛି । କିଛି ଦିନ ପୂର୍ବରୁ ଶ୍ରୀମନ୍ଦିରରେ ରକ୍ତ ଛିଟା ଦେଖିବାକୁ ମିଳିଥିଲା |






More Stories
ଅକ୍ଟୋବରରୁ ନୂଆ ଭୋଟର ତାଲିକା ପ୍ରସ୍ତୁତି…..
ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି…..
ହୀରାକୁଦ ଖୋଲିଲା ଆଉ ୪ ଗେଟ୍…..