ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସମାଜସେବୀ ଶ୍ରୁତି ମହାପାତ୍ରଙ୍କୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଛି । ଶ୍ରୁତିଙ୍କୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ତେବେ ଆଜି ଏହି ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଉତ୍ସର୍ଗୀକୃତ ସେବା ପାଇଁ ୨୯ ଜଣ ମହିଳାଙ୍କୁ ସମ୍ମାନ ପ୍ରଦାନ କରାଯାଇଛି ।
More Stories
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..
୧୯ ଘଣ୍ଟା ଅଟକ ପରେ ବିଧାୟକଙ୍କୁ ଛାଡିଲା ପୋଲିସ…..
ସାପ କୁ ଆଘାତ ଦେଲେ ଝିଅ ଦେହରେ ଦାଗ……