ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ଭୟାବହ ଅଗ୍ନିକାଣ୍ଡ ଘଟିଛି | ଅଗ୍ନିକାଣ୍ଡ ଘଟିଥିବା ନେଇ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବିଭାଗ ପକ୍ଷରୁ ତୁରନ୍ତ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଅଗ୍ନିଶମ ବିଭାଗ ପହଞ୍ଚିବା ବେଳକୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ ହୋଇ ସାରିଥିବା ନେଇ ସୂଚନା ମିଳିଛି |






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….