ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରୁଷ -ୟୁକ୍ରେନ ଯୁଦ୍ଧ ତୀବ୍ର ହେବାରେ ଲାଗିଛି | ୟୁକ୍ରେନରେ ଥିବା ଭାରତୀୟ ଦୂତାବାସକୁ ଅସ୍ଥାୟୀ ଭାବେ ପୋଲାଣ୍ଡକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରୁଷର ଘନ ଘନ ଆକ୍ରମଣରେ ଦିନକୁ ଦିନ ୟୁକ୍ରେନର ସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କହିଛି ମନ୍ତ୍ରଣାଳୟ। ଦୂତାବାସ ଏଣିକି ପୋଲାଣ୍ଡରୁ ପରିଚାଳିତ ହେବ। ନୂଆଦିଲ୍ଲୀ: ୟୁକ୍ରେନରେ ଥିବା ଭାରତୀୟ ଦୂତାବାସକୁ ଅସ୍ଥାୟୀ ଭାବେ ପୋଲାଣ୍ଡକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରୁଷର ଘନ ଘନ ଆକ୍ରମଣରେ ଦିନକୁ ଦିନ ୟୁକ୍ରେନର ସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କହିଛି ମନ୍ତ୍ରଣାଳୟ। ଦୂତାବାସ ଏଣିକି ପୋଲାଣ୍ଡରୁ ପରିଚାଳିତ ହେବ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..