ରିପୋର୍ଟ କାର୍ଡ / ଅନୁଗୁଳ
ଅନୁଗୁଳ ଜିଲ୍ଲା ଖମାର ଥାନା କଲଣ୍ଡା ଠାରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାପା ଓ ଝିଅ ଙ୍କର ମୃତ୍ୟୁ ହୋଇଛି | ରାସ୍ତାରେ ଯାଉଥିବା ସମୟରେ ବାଇକକୁ ଟ୍ରକ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ଘଟାଇଥିବା ଟ୍ରକ ଚାଳକଙ୍କୁ ସ୍ଥାନୀୟ ଲୋକେ ଅଟକାଇବା ସହ ନିସ୍ତୁକ ମାଡ ମାରିଥିବା ସୂଚନା ମିଳିଛି ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି।






More Stories
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….