ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆରମ୍ଭ ହୋଇଛି ଗ୍ରୀଷ୍ମ ପ୍ରବାହ। ଏହାକୁ ଦୃଷ୍ଟିରେ ରଖି ପରିବହନ ବିଭାଗ ପକ୍ଷରୁ ଜାରି ହୋଇଛି ଗାଇଡ୍ ଲାଇନ୍ । ଗାଇଡ ଲାଇନ୍ ଅନୁଯାୟୀ ପୂର୍ବାହ୍ନ ୧୧ ଟାରୁ ଅପରାହ୍ନ ୩ ଟା ଯାଏଁ ବସ୍ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି । ବସରେ ସ୍ୱଚ୍ଛ ପାନୀୟ ଜଳ, ବରଫ ଓ ଓଆରଏସ ମହଜୁଦ ରଖିବାକୁ ନିର୍ଦ୍ଦେଶ । ବସ୍ ରହଣି ସ୍ଥଳରେ ଜଳଛତ୍ର ବ୍ୟବସ୍ଥା କରିବା, ବସରେ ଅଧିକ ସଂଖ୍ୟକ ଯାତ୍ରୀ ନନେବାକୁ ପରାମର୍ଶ ଦିଆଯାଇଛି ।






More Stories
ଭି.କେ. ପାଣ୍ଡିଆନଙ୍କୁ ନୋଟିସ୍ ଜାରି କଲା ପୋଲିସ…..
ସୋନମ ୱାଙ୍ଗଚୁକ୍ ଅନଶନ ସମାପ୍ତ କରିବାକୁ ରଖିଲେ ସର୍ତ୍ତ…..
ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ…..