ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ହେଉଛି ପବିତ୍ର ଦୋଳ ପୂର୍ଣ୍ଣିମା | ଏହି ଦୋଳ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ ଟୁଇଟ୍ କରି ଲେଖିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଦୋଳଗୋବିନ୍ଦଙ୍କ ଅପାର କୃପା ଓ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରିଦେଉ।





More Stories
କ୍ୟାବିନେଟ ବୈଠକରେ ୪ ପ୍ରସ୍ତାବକୁ ମୋହର…..
ରାତି୧୦ଟାରେ ଉଠିବ ମହାଦୀପ…..
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..