ରିପୋର୍ଟ କାର୍ଡ / କଟକ
ପୌର ନିର୍ବାଚନ ପାଇଁ ଆସନ୍ତା ୨୪ ତାରିଖରେ ହାଇକୋର୍ଟ ଛୁଟି ରହିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି । ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ ଥିବାବେଳେ ଏ ନେଇ ରାଜ୍ୟ ନିର୍ବାଚନ କମିସନ ୨୦୨୨, ମାର୍ଚ୍ଚ ୬ରେ ଜାରି କରିଥିବା ଚିଠିକୁ ବିଚାରକୁ ନେଇ ହାଇକୋର୍ଟଙ୍କ ପକ୍ଷରୁ ଗୁରୁବାର ଏପରି ବିଜ୍ଞପ୍ତି ପ୍ରକାଶ କରାଯାଇଛି।






More Stories
ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬….
ଫିଟିଲା ଯାଜପୁର ଗୁଳି କାଣ୍ଡର ଗୁମର: ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର…..
ମାଆ ହତ୍ୟାର ଗୁମର ଖୋଲିଲା ପୁଅ…..