ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ପୌର ଭୋଟ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଲିଚଳିଯାଇ ବିଏମସିର ୫୩ ନଂ ୱାର୍ଡରେ ଭୋଟ ଦେଇଛନ୍ତି । ଭୋଟ୍ କେନ୍ଦ୍ରକୁ ପାଦରେ ଚାଲିଚାଲି ଯାଇ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଭୋଟଦାନ ପାଇଁ ବୁଥରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ମତାଧିକାର ସାବ୍ୟସ୍ତ କରିବା ପରେ ପୁଣି ନବୀନ ନିବାସକୁ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..