ରିପୋର୍ଟ କାର୍ଡ / ଗଞ୍ଜାମ
ଗୁଳି ଫୁଟି ଗାଙ୍ଗପୁର ଥାନା ଆଇଆଇସିଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଆସିକାରେ | ମୃତକ ହେଲେ ଗାଙ୍ଗପୁର ଥାନା ଆଇଆଇସି ଦେବ୍ କୁମାର ଗମାଙ୍ଗ। ଆଇଆଇସିଙ୍କୁ ଗୁରୁତର ଅବସ୍ଥାରେ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏନେଇ ଗଞ୍ଜାମ ଏସପି ସୂଚନା ଦେଇଛନ୍ତି । ତେବେ ନିଜ ବନ୍ଧୁକରୁ ଗୁଳି ବାଜି ଆଇଆଇସିଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ଦୁଇଟି ଗୁଳି ତାଙ୍କ ଅଣ୍ଟା ତଳେ ବାଜି ଥିବା ସୂଚନା ମିଳିଛି |






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..