ରିପୋର୍ଟ କାର୍ଡ / ଭଦ୍ରକ
ଶୁକ୍ରବାର ମଧ୍ୟରାତ୍ରିରୁ ୨୭ ତାରିଖ ସକାଳ ୬ ଘଟିକା ପର୍ଯ୍ୟନ୍ତ ସମଗ୍ର ଭଦ୍ରକ ପୌରାଞ୍ଚଳରେ ୧୪୪ ଧାରା ଜାରି ରହିବଛି । ଆଇନ ଶୃଙ୍ଖଳା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଏଭଳି କଟକଣା ଲଗାଯାଇଥିବା ସୂଚନା ଦେଇଛି । ସେହିପରି ବିଜୟ ଶୋଭାଯାତ୍ର ଉପରେ ମଧ୍ୟ କଟକଣା ଲାଗିଛି । ୫ ଜଣ ଲୋକ ଏକାଠି କୌଣସି ସ୍ଥାନରେ ଠିଆ ହୋଇପାରିବେନାହିଁ । ୨୬ ତାରିଖ ସକାଳ ୬ ରୁ ୨୭ ତାରିଖ ସକାଳ ୬ ପର୍ଯ୍ୟନ୍ତ ସହର ମଧ୍ୟକୁ ଚାରି ଚକିଆ ଗାଡ଼ି ଆସିପାରିବନାହଁ । ଉଭୟ ଘରୋଇ ଓ କମର୍ସିଆଲ ଗାଡ଼ି ଉପରେ କଟକଣା ଜାରି ରହିଛି । ଜରୁରୀ ସେବାରେ ନିୟୋଜିତ ଥିବା ଗାଡ଼ି ଯାତାୟାତ କରିବ ।






More Stories
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..