ରିପୋର୍ଟ କାର୍ଡ / ବ୍ରହ୍ମହପୁର
ବ୍ରହ୍ମପୁରରେ ବିଜେଡିର ମେୟର ପ୍ରାର୍ଥିନୀ ସଂଘମିତ୍ରା ଦଳାଇ ବିଜେପିର ପ୍ରାର୍ଥିନୀ ସବିତା ସୁଆରଙ୍କ ଠାରୁ ୨୦୨୮୬ ଖଣ୍ଡ ଭୋଟରେ ହରାଇ ବିଜୟୀ ହୋଇଛନ୍ତି | ବିଜେପି ଓ ବିଜେଡି ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଥିଲା । ଉଭୟଙ୍କ ମଧ୍ୟରେ କିଏ ଜିତିବ, ତାହା କହିବା ମୁସକିଲ ହୋଇଥିଲା । ଶେଷରେ ସଂଘମିତ୍ର ଦଳେଇ ବାଜି ମାରିଛନ୍ତି ।
More Stories
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..