ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ରୀୟ ଟ୍ରେଡ ୟୁନିୟନ ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତା କାଲି ବନ୍ଦ ଡାକରା ଦେଇଛି। ଏହାକୁ ଆଖି ଆଗରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି । ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିବା ସୂଚନା ମିଳିଛି । ପରବର୍ତ୍ତୀ ସମୟରେ ନୂତନ ତାରିଖ ଘୋଷଣା କରାଯିବ ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..