ରିପୋର୍ଟ କାର୍ଡ / ରାୟଗଡା
ଭାଇ ହେଲା ଭାଇର ଶତୃ | ବଡଭାଇର କାଠ ଫାଳିଆ ଆକ୍ରମଣରେ ସାନ ଭାଇର ମୃତ୍ୟୁ ହୋଇଛି | ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୁକୁନ୍ଦପୁରରେ | ଗତକାଲି ରାତିରେ ଘଟିଛି ଏହି ଅଭାବନୀୟ ଘଟଣା । ମୃତ ସାନ ଭାଇ ହେଲେ କୁନା ନାୟକ | ତେବେ ଅଭିଯୁକ୍ତ ବଡଭାଇ ଜଣଙ୍କ ମାନସିକ ବିକାର ଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ ଘଟଣା ପରେ ମୁକୁନ୍ଦପୁରରେ ଶୋକର ଛାୟା ଖେଳିଯାଇଛି ।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..