Report Card Odisha

| Daily Odia News

ଏପ୍ରିଲ ୨ ରୁ ସକାଳୁଆ ସ୍କୁଲ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଏପ୍ରିଲ ୨ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ସକାଳୁ ହେବ |  ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତି ନେଇଛନ୍ତି | ସକାଳୁଆ ସ୍କୁଲ ନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି |
କହିଛନ୍ତି କି ସକାଳ ୬.୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଯିବେ । ସେହିପରି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେବ । ଏପ୍ରିଲମାସରୁ ରାଜ୍ୟ ସରକାର ମଧ୍ୟହ୍ନ ଭୋଜନ ଆରମ୍ଭ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି ।

Breaking News