ରିପୋର୍ଟ କାର୍ଡ / ଭୁବନେଶ୍ୱର
ହୁହୁ ହୋଇ ପେଟ୍ରୋଲ-ଡିଜେଲ ଦର ବଢିଚାଲିଛି | ଏହି ପ୍ରରିପେକ୍ଷୀରେ ରାଜ୍ୟରେ ବସ୍ ଭଡ଼ା ବଢ଼ିଯାଇଛି । ମିଳିଥିବା ସୂଚନା ଅନୁସାରେ, ଅର୍ଡିନାରୀ ଭଡ଼ା କିଲୋମିଟର ପିଛା ୮୭ରୁ ୯୦ ପଇସା ବୃଦ୍ଧି ପାଇଛି । ଏକ୍ସପ୍ରେସ ଭଡ଼ା କିଲୋମିଟର ପିଛା ୯୧ରୁ ୯୪ ପଇସାକୁ ବୃଦ୍ଧି ପାଇଛି । ସେହିପରି ଡିଲକ୍ସ ଭଡ଼ା ୧ ଟଙ୍କା ୨୫ ପଇସାରୁ ୧ ଟଙ୍କା ୩୧ ପଇସାକୁ ବୃଦ୍ଧି ପାଇଛି । ଏସି ଡିଲକ୍ସ ଭଡ଼ା ୧ ଟଙ୍କା ୫୩ ପଇସାରୁ ୧ ଟଙ୍କା ୫୯ ପଇସାକୁ ବୃଦ୍ଧି ପାଇଛି ।
More Stories
୨୨ ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବେ ରାହୁଲ…..
ଓଡ଼ିଶା କ୍ୟାଡର ଆଇପିଏସ ଅଧିକାରୀ କେନ୍ଦ୍ରୀୟ ନିଯୁକ୍ତି ପାଇଁ ମନୋନୀତ…..
୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି…..