ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଉତ୍କଳ ଦିବସ | ଓଡିଶା ନିଜର ୮୬ ତମ ଜନ୍ମ ଦିବସ ପାଳନ କରୁଛି । ଭାଷା ଭିତ୍ତିରେ ଗଠନ ହୋଇଥିବା ପ୍ରଥମ ରାଜ୍ୟକୁ ୮୬ ବର୍ଷ ପୁରୁଥିବା ବେଳେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଆରେ ଟ୍ୱିଟ୍ କରି ଉକ୍ରଳ ଦିବସ ଶୁଭେଚ୍ଛା ଜଣାଇଥିବା ବେଳେ ରାଷ୍ଟ୍ରପତି ହିନ୍ଦି ଭାଷାରେ ଟ୍ୱିଟ୍ କରିଥିଲେ । ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଶୁଭେଚ୍ଛା ସହ ରାଜ୍ୟବାସୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ, କହିଲେ- ଦେଶର ପ୍ରଗତିରେ ଓଡ଼ିଆ ଲୋକଙ୍କ ଯୋଗଦାନ ଉଲ୍ଲେଖନୀୟ, ଓଡ଼ିଆ ସଂସ୍କୃତି ସମଗ୍ର ବିଶ୍ୱରେ ପ୍ରଶଂସିତ ବୋଲି ଲେଖି ମୋଦୀ ଟ୍ୱିଟ କରିଥିଲେ ।






More Stories
କଟକ ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ହେଲେ ରାଜେନ୍ଦ୍ର ବଲ୍ଲଭ ବେହେରା….
କ୍ୟାବିନେଟ ବୈଠକରେ ୪ ପ୍ରସ୍ତାବକୁ ମୋହର…..
ରାତି୧୦ଟାରେ ଉଠିବ ମହାଦୀପ…..