ରିପୋର୍ଟ କାର୍ଡ / ଭୁବନେଶ୍ୱର
ରିମାଣ୍ଡରେ ଯିବେ ରସିକିଆ ନକଲି ଡାକ୍ତର ରମେଶ ସ୍ୱାଇଁ ଏବଂ ଦ୍ୱିତୀୟ ପତ୍ନୀ କମଳା ସ୍ୱାଇଁ | ଆଜିଠାରୁ ତାଙ୍କୁ ୭ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା ପୋଲିସ । ରମେଶ ଙ୍କୁ ୩ ଦିନ ପାଇଁ ରିମାଣ୍ଡ ଯେବାକୁ ଥିବା ବେଳେ ଦ୍ଵିତୀୟ ପତ୍ନୀ ୭ ଦିନ ରିମାଣ୍ଡରେ ଯିବେ | ପତ୍ନୀ କମଳା ସ୍ୱାଇଁ ରମେଶଙ୍କ ଅର୍ଥ କାରବାର ବୁଝୁଥିବାରୁ ତାଙ୍କୁ ରିମାଣ୍ଡରେ ନେବାକୁ ଯୋଜନା କରାଯାଉଛି। ରମେଶଙ୍କ ଆକାଉଣ୍ଟରୁ କମଳାଙ୍କ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହୋଇଥିବା ଜଣାପଡ଼ିଛି। ଗତକାଲି ନକଲି ଡାକ୍ତରଙ୍କ ଦ୍ୱିତୀୟ ପତ୍ନୀ କମଳା ସ୍ୱାଇଁଙ୍କୁ ଝାଡ଼ଖଣ୍ଡରୁ
ଗିରଫ କରିଥିଲା କମିଶନରେଟ୍ ପୋଲିସ ।






More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି……
ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ…..
ମହିଳାଙ୍କୁ ଟାଣିନେଲା କୁମ୍ଭୀର…..