ରିପୋର୍ଟ କାର୍ଡ / କଟକ
କଟକ ମହାନଗର ନିଗମର ଡେପୁଟି ମେୟର ହୋଇଛନ୍ତି ୨୧ ବର୍ଷୀୟ ଦମୟନ୍ତୀ ମାଝୀ । ସେ ବିଜେଡିରୁ ୪୯ ନମ୍ବର ୱାର୍ଡର କର୍ପୋରେଟର ଭାବେ ବିଜୟୀ ହୋଇଥିଲେ। ବର୍ତ୍ତମାନ ଦମୟନ୍ତୀ ହେଉଛନ୍ତି କଟକର ସର୍ଵକନିଷ୍ଠ କର୍ପୋରେଟର। ବିଜେଡିର ସଂଖ୍ୟା ଗରିଷ୍ଠତା ଥିବାରୁ ଦମୟନ୍ତୀ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ଦମୟନ୍ତୀ ରେଭେନ୍ସା ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଦ୍ୱିତୀୟ ବର୍ଷର ଛାତ୍ରୀ ବୋଲି ସୂଚନା ମିଳିଛି |






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..