ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡିଆ ନବବର୍ଷ ।ଏଥିସହିତ ଆଜି ହନୁମାନଙ୍କ ଜୟନ୍ତୀ। ତେବେ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡିଆ ନୂଆବର୍ଷ ଅବସରରେ ଆପଣ ସମସ୍ତଙ୍କୁ ମୋର ଅଭିନନ୍ଦନ । ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ । ଜୟ ଜଗନ୍ନାଥ ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ
ଆନ୍ଧ୍ରପ୍ରଦେଶରେ କୋଭିଡ ଆତଙ୍କ; ଗଞ୍ଜାମ ଜିଲ୍ଲାରେ ହାଇଆଲର୍ଟ…..